ସହୃଦୟ ଲେଖକ/ଲେଖିକା,
ଏକ ଛବିର ସୀମିତ ବିଷୟବସ୍ତୁକୁ ନେଇ ପ୍ରତିଯୋଗିତାତ୍ମକ ଭାବ ଦ୍ଵାରା ନୂତନ ସାହିତ୍ୟର ସୃଷ୍ଟି ତଥା ପ୍ରିୟ ଲେଖକ/ଲେଖିକା ମାନଙ୍କ ମନରେ ଓଡିଆ ସାହିତ୍ୟ ପ୍ରତି ଅଧିକ ଉତ୍ସାହ ସୃଷ୍ଟି କରିବା ପାଇଁ “ଛବିଟିଏ ପାଇଁ ପଦଟିଏ” ଏକ କ୍ଷୁଦ୍ର ପ୍ରଚେଷ୍ଟା ।
ଏହି ମାଧ୍ୟମଟି ଆପଣଙ୍କୁ ସାମାନ୍ୟତମ ପ୍ରୋତ୍ସାହନ ପ୍ରଦାନ କଲେ ମୋର ଶ୍ରମ ସାର୍ଥକ ହେବା ଆଶାକରେ ।
– ସମ୍ପାଦକ